Psalms 40:12 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ମାେ ଚାରିକଡ଼ରେ ଘରେି ରହିଛନ୍ତି। ସମାନେେ ଅନକେ ୟାହାକି ଗଣିବା କଷ୍ଟକର। ମାେ ପାପ ମାେତେ ଧରାଇ ଦଇେଛି, ତଣେୁ ମୁଁ ମାରେ ପାପରୁ ଉଦ୍ଧାର ପାଇପାରିବି ନାହିଁ। ମାରେ ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ଯାଠାରୁ ଅଧିକ ଓ ମାରେ ହୃଦଯ ମାେତେ ପରିତ୍ଯାଗ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି। ସେମାନେ ଅନେକ ଯାହାକି ଗଣିବା କଷ୍ଟକର। ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ। ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।