Psalms 40:13 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଅନୁଗ୍ରହ କରି ମାେତେ ଉଦ୍ଧାର କର। ହେ ସଦାପ୍ରଭୁ ଶୀଘ୍ର ଆସ ଓ ମାେତେ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ଵର ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର। ହେ ସଦାପ୍ରଭୁ ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।