Psalms 40:14 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟ ଲୋକମାନେ ମାେ ପ୍ରାଣ ନାଶ ପାଇଁ ଉଦ୍ଯମ କରୁଛନ୍ତି। ହେ ସଦାପ୍ରଭୁ, ସହେି ଲୋକମାନଙ୍କୁ ଲଜ୍ଜିତ କରି ସମାନଙ୍କେୁ ନିରାଶ କର। ମାେ କ୍ଷତରେ ସନ୍ତୁଷ୍ଟ ଲଜ୍ଜିତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି। ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର। ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।