Psalms 40:15 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟ ଲୋକମନେ ମାେତେ ପରିହାସ କରିଛନ୍ତି। ସମାନେେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି। ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।