Psalms 40:16 — Compare Translations

5 translations compared side by side

Odia - 1840
"କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସମାନେେ ଖୁସି ଓ ଆନନ୍ଦିତ ହୁଅନ୍ତି। ସମାନଙ୍କେର ତୁମ୍ଭରି ସବୋରେ ହିଁ ଆନନ୍ଦ। ତଣେୁ ସମାନେେ ସର୍ବଦା ତୁମ୍ଭକୁ କୁହନ୍ତି, ସଦାପ୍ରଭୁ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି। ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି। ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।