Psalms 40:17 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ। ହେ ମାରେ ପରମେଶ୍ବର ଆଉ ବିଳମ୍ବ କର ନାହିଁ। ମାେତେ ସାହାୟ୍ଯ କର ଓ ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ଵର, ବିଳମ୍ଵ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ। ହେ ମୋର ପରମେଶ୍ୱର ଆଉ ବିଳମ୍ବ କର ନାହିଁ। ମୋତେ ସାହାଯ୍ୟ କର ଓ ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।