Psalms 40:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ମୃତ୍ଯୁ ଗୁମ୍ଫାରୁ ଉଠାଇଲେ। ସେ ମାେତେ ସହେି ମାଟିର କବର ମଧ୍ଯରୁ ଉଠାଇ ଆଣିଲେ। ସେ ମାେତେ ଟକେି ଧରିଲେ। ମାେତେ, ମାରେ ପାଦ ତଳକୁ ଖସିୟିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ। ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ। ସେ ମୋତେ ଟେକି ଧରିଲେ। ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।