Psalms 40:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସହେି ଗୀତଟି ପରମେଶ୍ବରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନକେ ଲୋକ ଦେଖିବେ ମାେ ପ୍ରତି ୟାହା ସବୁ ଘଟିଗଲା, ୟାହାଫଳରେ ସମାନେେ ପରମେଶ୍ବରଙ୍କୁ ଉପାସନା କରିବେ। ସମାନେେ ସଦାପ୍ରଭୁଙ୍କୁ ବିଶ୍ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ। ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।