Psalms 40:4 — Compare Translations

5 translations compared side by side

Odia - 1840
"ୟଦି ଜଣେ ସଦାପ୍ରଭୁଙ୍କୁ ବିଶ୍ବାସ କରେ, ସହେି ବ୍ଯକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ଯକ୍ତି ପ୍ରକୃତରେ ଖୁସିରେ ରହେ, ୟଦି ସେ ପ୍ରତମାନଙ୍କେୁ କିଅବା ମିଥ୍ଯା ଦବେତାମାନଙ୍କୁ ଆଦର କରି ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।