Psalms 40:6 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ଯ ନବୈେଦ୍ଯରେ ସନ୍ତାଷେ ନାହିଁ, ତୁମ୍ଭେ ପ୍ରକୃତରେ ହାମବେଳି ଓ ପାପାର୍ଥକ ବଳି ଚାହଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ, ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।