Psalms 40:8 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର, ତୁମ୍ଭେ ୟାହା ଚାହୁଁଛ, ମୁଁ ତାହା କରିବାକୁ ଚାହୁଁଛି। ତୁମ୍ଭର ନୀତିଶିକ୍ଷା ମାେ' ହୃଦଯରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି। ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”