Psalms 41:1 — Compare Translations
5 translations compared side by side
Odia - 1840
"ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ। ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।