Psalms 41:10 — Compare Translations
5 translations compared side by side
Odia - 1840
"ତଣେୁ ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମାେତେ ସୁସ୍ଥ ହବୋକୁ ଦିଅ, ତହିଁରେ ମୁଁ ସମାନଙ୍କେୁ ଉପୟୁକ୍ତ ଜବାବ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।