Psalms 41:13 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ । ଆମେନ୍, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ। ଆମେନ୍, ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।