Psalms 41:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି। ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।