Psalms 41:3 — Compare Translations

5 translations compared side by side

Odia - 1840
"ସହେି ବ୍ଯକ୍ତିଟି ଯେତବେେଳେ ଅସୁସ୍ଥ ହାଇେ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସହେି ବ୍ଯକ୍ତି ଅସୁସ୍ଥ ହାଇେ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚଯ ଆରୋଗ୍ୟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
Odia IRV 2017 (ଓଡିଆ ବାଇବେଲ)
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।