Psalms 41:5 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ କୁହନ୍ତି, ସେ କବେେ ମରିବ ଓ ତାହାର ନାମ ସଂପୂର୍ଣ୍ଣରୂପେ ଲୋପ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”
Odia IRV 2017 (ଓଡିଆ ବାଇବେଲ)
ମୋହର ଶତ୍ରୁଗଣ ମୋ’ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?