Psalms 41:6 — Compare Translations
5 translations compared side by side
Odia - 1840
"ଲୋକମାନେ ମାେ ନିକଟକୁ ଦଖାେ କରିବାକୁ ଆସନ୍ତି, କିନ୍ତୁ ସମାନେେ କିଛି କହନ୍ତି ନାହିଁ। ସମାନେେ କ'ଣ ସବୁ ପ୍ରକୃତରେ ଭାବନ୍ତି। ସମାନେେ ମାେ ନିକଟକୁ କିଛି ଖବର ଆଶାରେ ଆସନ୍ତି, ତା'ପରେ ସମାନେେ ଏଠାରୁ ଚାଲିୟାଇ ନାନା ଗୁଜବ ପ୍ରଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ। ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି। ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି, ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।