Psalms 41:7 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ଫୁସ୍ ଫୁସ୍ କରି ମାେ ବିଷଯରେ କଥା ହୁଅନ୍ତି। ସମାନେେ ମାେ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି। ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।