Psalms 41:8 — Compare Translations
5 translations compared side by side
Odia - 1840
"ସମାନେେ କହନ୍ତି, ସେ ବୋଧହୁଏ କିଛି ଖରାପ କାର୍ୟ୍ଯ କରିଛି ଓ ସେଥିପାଇଁ ବମାରେ ଅଛି। ମୁଁ ଆଶା କରୁଛି ସେ ଆଉ ଭଲ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି ଓ ସେଥିପାଇଁ ବେମାର ଅଛି। ସେ ଆଉ ଭଲ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”