Psalms 41:9 — Compare Translations
5 translations compared side by side
Odia - 1840
"ମାରେ ଅନ୍ତରଙ୍ଗ ବନ୍ଧୁ ମାେ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ବାସ କଲି। କିନ୍ତୁ ଦେଖ, ସେ ଆଜି ମାେ ବିରୁଦ୍ଧରେ ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
Odia IRV 2017 (ଓଡିଆ ବାଇବେଲ)
ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।