Psalms 42:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ) । ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ଖଣ୍ଡ (ଗୀତସଂହିତା 42-72) ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ। ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।
Odia IRV 2017 (ଓଡିଆ ବାଇବେଲ)
ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ।