Psalms 42:10 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଅସ୍ଥିରେ ଖଡ଼୍‍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି, ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”