Psalms 42:11 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମୋତେ ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।