Psalms 42:2 — Compare Translations

5 translations compared side by side

Odia - 1840
"ମାରେ ପ୍ରାଣ ଜୀବନ୍ତ ପରମେଶ୍ବରଙ୍କ ନିମନ୍ତେ ତୃଷିତ। ମୁଁ କବେେ ପ୍ରଭୁଙ୍କ ଦର୍ଶନ ପାଇବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି?
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ। ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?