Psalms 42:3 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, ତୁମ୍ଭର ପରମେଶ୍ବର କାହାନ୍ତି? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି? ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି। ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି? ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?” ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”
Odia IRV 2017 (ଓଡିଆ ବାଇବେଲ)
ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”