Psalms 42:4 — Compare Translations

5 translations compared side by side

Odia - 1840
"ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ, ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।