Psalms 42:6 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର, ମାରେ ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି େଛାଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ୟର୍ଦ୍ଦନ ନଦୀ ପରସ୍ପରକୁ ଭଟେନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।