Psalms 42:7 — Compare Translations

5 translations compared side by side

Odia - 1840
"ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍‌ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ । ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ, ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ। ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି।