Psalms 42:8 — Compare Translations
5 translations compared side by side
Odia - 1840
"ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି। ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।