Psalms 42:9 — Compare Translations

5 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର। ମୁଁ କହେ, “ହେ ସଦାପ୍ରଭୁ କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ? କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”