Psalms 43:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଜଣେ ଲୋକ ଥିଲା ୟିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସହେି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ଯା କ ହେ। ହେ ପରମେଶ୍ବର, ସହେି ଲୋକଠାରୁ ମାେତେ ବଞ୍ଚାଅ। ମାେତେ ସାହାୟ୍ଯ କରି ପ୍ରମାଣ କର ୟେ, ମୁଁ ଠିକ୍ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ। ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ। ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।