Psalms 43:2 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ହିଁ ମାରେ ବଳସ୍ବରୂପ। କାହିଁକି ତୁମ୍ଭେ ମାେତେ ଛାଡ଼ି ଚାଲିୟିବ? କାହିଁକି ମୁଁ ଏତେ ଦୁଃଖ ପାଇବି? କାରଣ ମାରେ ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ହିଁ ମୋହର ବଳ ସ୍ଵରୂପ ପରମେଶ୍ଵର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ। କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ? ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ କାହିଁକି ମୁଁ ଏତେ ଦୁଃଖ ପାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?