Psalms 43:3 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭର ଆ ଲୋକ ଓ ସତ୍ଯତାର ବାର୍ତ୍ତା ମାେ ନିକଟକୁ ପ୍ରରେିତ ହେଉ। ତୁମ୍ଭର ଆଲୋକ ଓ ସତ୍ଯତା ମାରେ ପଥ ପ୍ରଦର୍ଶକ ହେଉ। ସମାନେେ ମାେତେ ବାଟ ଦଖାଇେ ତୁମ୍ଭର ପବିତ୍ର ପର୍ବତକୁ ନଇେଯିବେ। ସମାନେେ ମାେତେ ତୁମ୍ଭର ପବିତ୍ର ଗୃହକୁ ପଥ ଦଖାଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ। ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ। ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ। ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।