Psalms 43:4 — Compare Translations
5 translations compared side by side
Odia - 1840
"ମୁଁ ପରମେଶ୍ବରଙ୍କ ୟଜ୍ଞବଦେୀ ନିକଟକୁ ଆସିବି। ମୁଁ ପରମେଶ୍ବରଙ୍କ ନିକଟକୁ ୟିବି, ୟିଏ ମାେତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ଏହି ବୀଣା ବାଦ୍ଯୟନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ପରମେଶ୍ଵରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ଵରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ଵର, ମୋହର ପରମେଶ୍ଵର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି। ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।