Psalms 44:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଆମ୍ଭେ ତୁମ୍ଭ ବିଷଯରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୁର୍ବରେ ତୁମ୍ଭେ ୟାହାସବୁ କରିଥିଲ ତାହା ଆମ୍ଭମାନେେ ଶୁଣିଅଛୁ। ସମାନେେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍। ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ। ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।