Psalms 44:10 — Compare Translations
5 translations compared side by side
Odia - 1840
"ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।