Psalms 44:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ଯ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ। ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ। ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।