Psalms 44:12 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ଯରେ ବିକ୍ରୀ କରି ଦେଉଛି ଓ ସମାନଙ୍କେର ଉଚିତ୍ ଦାମ ପାଇଁ ମଧ୍ଯ ଆଲୋଚନା କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।