Psalms 44:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।