Psalms 44:14 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭକୁ ଏକ ବିପର୍ୟ୍ଯଯର କାହାଣୀରେ ପରିଣତ କରିଛ, ୟାହା ଲୋକମାନେ କହୁଛନ୍ତି। ଯେଉଁ ଲୋକଙ୍କର ନିଜର ରାଜ୍ଯ ମଧ୍ଯ ନାହିଁ, ସମାନେେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ତହଲାର କାରଣ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି। ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।