Psalms 44:16 — Compare Translations
5 translations compared side by side
Odia - 1840
"ଲୋକମାନେ ୟାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ, ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମାରେ ଶତ୍ରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନଯାକ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ, ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
Odia IRV 2017 (ଓଡିଆ ବାଇବେଲ)
ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।