Psalms 44:17 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଆମ୍ଭେ ତୁମ୍ଭକୁ ଭୁଲି ୟାଇ ନାହୁଁ। ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ। ଯେତବେେଳେ ତୁମ୍ଭର ନିଯମକୁ ସ୍ବୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭମାନେେ ମିଥ୍ଯା କହି ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ। ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ। ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।