Psalms 44:18 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭ ନିକଟରୁ ଦୂରଇେ ୟାଇ ନାହୁଁ। ଆମ୍ଭମାନେେ ତୁମ୍ଭକୁ ଅନୁସରଣ କରିବାରେ ପଛଇେ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ। ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଚ୍ଛାୟାରେ ଆଚ୍ଛନ୍ନ କରିଅଛ ବୋଲି
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି