Psalms 44:19 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ। ଯେଉଁଠାରେ ଶୃଗାଳମାନେ ବାସ କରନ୍ତି। ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦଲେ ୟାହା ମୃତ୍ଯୁଭଳି ଗାଢ଼ ଅନ୍ଧକାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ। ଯେଉଁଠାରେ ଶୃଗାଳମାନେ ବାସ କରନ୍ତି। ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।