Psalms 44:2 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ଯକୁ ସମାନଙ୍କେଠାରୁ ଛଡ଼ାଇ ନଇେ ତାହା ଆମ୍ଭମାନଙ୍କୁ ଦଇେଅଛ। ତୁମ୍ଭେ ସହେି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସମାନଙ୍କେୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ଯ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ଵହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ। ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।