Psalms 44:20 — Compare Translations
5 translations compared side by side
Odia - 1840
"ଆମ୍ଭେ କ'ଣ ଆମ୍ଭ ପରମେଶ୍ବରଙ୍କ ନାମ ଭୁଲି ୟାଇଛୁ? ଆମ୍ଭେ କ'ଣ ଅନ୍ୟ କୌଣସି ଦବେତାଙ୍କୁ ଡ଼ାକିଛୁ? ନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଆମ୍ଭେମାନେ ଆପଣା ପରମେଶ୍ଵରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ? ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
Odia IRV 2017 (ଓଡିଆ ବାଇବେଲ)
ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;