Psalms 44:21 — Compare Translations
5 translations compared side by side
Odia - 1840
"ପ୍ରକୃତରେ ପରମେଶ୍ବର ସେ ସବୁ କଥା ଜାଣନ୍ତି। ସେ ମଧ୍ଯ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ପରମେଶ୍ଵର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି। ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।