Psalms 44:22 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ଯୁବରଣ କରୁଛୁ। ଆମ୍ଭେ ହେଉଛୁ ସହେି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ଯା କରିବାକୁ ନିଆ ଯାଉଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ। ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।