Psalms 44:23 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। କାହିଁକି ତୁମ୍ଭେ ଶାଇେ ରହିଛ? ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। କାହିଁକି ତୁମ୍ଭେ ଶୋଇ ରହିଛ? ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।